ឡូហ្គូ YouVersion
ព្រះគម្ពីរគម្រោងអានវីដេអូ
ទាញយកកម្មវិធី
ជម្រើសភាសា
អាយខន ស្វែង​រក

ខគម្ពីរពេញនិយមពី କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 6

1

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 6:19-20

ପବିତ୍ର ବାଇବଲ (CL) NT (BSI)

ODCLBSI

ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ ତୁମ୍ଭମାନଙ୍କର ଶରୀର ଈଶ୍ୱରଙ୍କଠାରୁ ପ୍ରାପ୍ତ ଅନ୍ତର୍ବାସୀ ପବିତ୍ରଆତ୍ମାଙ୍କ ମନ୍ଦିର? ତୁମେ ଆଉ ତୁମର ହୋଇ ନାହଁ, ମାତ୍ର ଈଶ୍ୱରଙ୍କର। ସେ ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟ ଦେଇ କିଣିଛନ୍ତି। ତେଣୁ ତୁମ୍ଭମାନଙ୍କ ଶରୀର ଦ୍ୱାରା ଈଶ୍ୱରଙ୍କୁ ଗୌରବାନ୍ୱିତ କର।

ប្រៀបធៀប

រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 6:19-20

2

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 6:9-10

ପବିତ୍ର ବାଇବଲ (CL) NT (BSI)

ODCLBSI

ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ ଦୁର୍ଜନମାନେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ। ଏ ବିଷୟରେ ତୁମ୍ଭମାନଙ୍କର କୌଣସି ଭ୍ରାନ୍ତ ଧାରଣା ନ ରହୁ। ଲମ୍ଫଟୀ, ପ୍ରତିମାପୂଜକ, ବ୍ୟଭିଚାରୀ, ଅସ୍ୱାଭାବିକ ଯୌନକ୍ରିୟାରେ ଲିପ୍ତ ଲୋକମାନେ, ଚୋର, ଧନଲୋଭୀ, ମାତାଲ୍, କୁତ୍ସାରଟନାକାରୀ ଓ ଡ଼କାଏତମାନେ ଈଶ୍ୱରଙ୍କ ରାଜ୍ୟରେ ଅଧିକାର ପାଇବେ ନାହିଁ।

ប្រៀបធៀប

រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 6:9-10

3

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 6:18

ପବିତ୍ର ବାଇବଲ (CL) NT (BSI)

ODCLBSI

କାମୁକତାଠାରୁ ଦୂରରେ ରୁହ। ଅନ୍ୟ କୌଣସି ପାପ ମନୁଷ୍ୟର ଶରୀରକୁ କଳୁଷିତ କରେ ନାହିଁ। କିନ୍ତୁ ବ୍ୟଭିଚାରୀ ନିଜ ଶରୀର ବିରୁଦ୍ଧରେ ପାପ କରେ।

ប្រៀបធៀប

រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 6:18

4

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 6:12

ପବିତ୍ର ବାଇବଲ (CL) NT (BSI)

ODCLBSI

କେହି କହିପାରେ, “ମୋତେ ସବୁ କିଛି କରିବା ପାଇଁ ଅନୁମତି ଦିଆଯାଇଛି।” ସତ କଥା, କିନ୍ତୁ ସବୁ କିଛି ତୁମ ପାଇଁ ହିତଜନକ ନୁହେଁ। ଯେ କୌଣସି ବିଷୟ କରିବାର ସ୍ୱାଧୀନତା ମୋର ଅଛି ବୋଲି ମୋତେ ବଶୀଭୂତ କରିବା ପାଇଁ ମୁଁ କାହାରିକୁ କେବେ ସୁଯୋଗ ଦେବି ନାହିଁ।

ប្រៀបធៀប

រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 6:12

5

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 6:14

ପବିତ୍ର ବାଇବଲ (CL) NT (BSI)

ODCLBSI

ଈଶ୍ୱର ପ୍ରଭୁ ଯୀଶୁଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଅଛନ୍ତି ଏବଂ ଆପଣା ଶକ୍ତିରେ ସେ ଆମ୍ଭମାନଙ୍କୁ ମଧ୍ୟ ପୁନର୍ଜୀବିତ କରିବେ।

ប្រៀបធៀប

រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 6:14

ជំពូកមុន
ជំពូកបន្ទាប់
YouVersion

ទទួលការលើកទឹកចិត្តនិងជំរុញឱ្យអ្នកស្វែងរកភាពស្និទ្ធស្នាលជាមួយនឹងព្រះជាម្ចាស់ជាប្រចាំថ្ងៃ។

ព័ន្ធកិច្ច

អំពី

អាជីព

អ្នកស្ម័គ្រចិត្ត

ប្លុកសារ

ដំណឹង

តំណមានប្រយោជន៍

ជំនួយ

បរិច្ចាគ

ជំនាន់​ព្រះ​គម្ពីរ

ព្រះគម្ពីរជាសំឡេង

ភាសា​ព្រះ​គម្ពីរ

ខគម្ពីរ​សម្រាប់​ថ្ងៃ​នេះ


ព័ន្ធកិច្ចបែបឌីជីថលរបស់

Life.Church
English (US)

©2025 Life.Church / YouVersion

គោលការណ៍ច្បាប់ឯកជនលក្ខខណ្ឌ
កម្មវិធីបង្ហាញពីភាពងាយរងគ្រោះ
ហ្វេសប៊ុកTwitterអ៊ីនស្ដាក្រាមយូធូបPinterest

គេហ៍

ព្រះគម្ពីរ

គម្រោងអាន

វីដេអូ