ସ୍ୱାମୀ, ସ୍ତ୍ରୀ ପ୍ରତି ନିଜର କର୍ତ୍ତବ୍ୟ ଓ ସ୍ତ୍ରୀ, ସ୍ୱାମୀ ପ୍ରତି ନିଜର କର୍ତ୍ତବ୍ୟ ସମ୍ପାଦନ କରିବା ଉଚିତ୍। ପୁଣି ଉଭୟେ ଉଭୟଙ୍କର ଆବଶ୍ୟକତା ପୂରଣ କରିବା ବିଧେୟ। ନିଜ ଶରୀର ଉପରେ ସ୍ତ୍ରୀର ପ୍ରଭୁତ୍ୱ ନାହିଁ, କିନ୍ତୁ ସ୍ୱାମୀର ଅଛି। ଠିକ୍ ସେହିପରି, ନିଜ ଶରୀର ଉପରେ ସ୍ୱାମୀର ପ୍ରଭୁତ୍ୱ ନାହିଁ, କିନ୍ତୁ ସ୍ତ୍ରୀର ଅଛି।