1
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 8:6
ପବିତ୍ର ବାଇବଲ (CL) NT (BSI)
ODCLBSI
ତଥାପି ଆମର ଆରାଧ୍ୟ ଈଶ୍ୱର ଏକମାତ୍ର। ସେ ପିତା, ତାଙ୍କ ଦ୍ୱାରା ସମସ୍ତ ବିଷୟ ସୃଷ୍ଟ ଓ ତାଙ୍କ ପାଇଁ ଆମେ ବଞ୍ଚିଛୁ। ପୁଣି ଆମର ଜଣେ ମାତ୍ର ପ୍ରଭୁ: ଯୀଶୁ ଖ୍ରୀଷ୍ଟ। ତାଙ୍କ କର୍ତ୍ତୃକ ସମସ୍ତ ବିଷୟ ସୃଷ୍ଟି ହୋଇଛି ଏବଂ ତାଙ୍କଠାରେ ଆମେ ବଞ୍ଚିଛୁ।
ប្រៀបធៀប
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 8:6
2
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 8:1-2
ଦେବ ପ୍ରସାଦ ସମ୍ପର୍କରେ ମୋର ମନ୍ତବ୍ୟ:- ଆମ ସମସ୍ତଙ୍କର ଜ୍ଞାନ ଅଛି ବୋଲି ଜାଣୁ। ଜ୍ଞାନ ମନୁଷ୍ୟକୁ ଅହଙ୍କାରୀ କରେ, କିନ୍ତୁ ପ୍ରେମ ମଣିଷକୁ ସୁଗଠିତ କରେ। ଯଦି କେହି କୁହେ ଯେ, ସେ କିଛି ଜାଣେ, ବାସ୍ତବରେ ଯାହା ଜାଣିବା ଦରକାର, ତାହା ସେ ଜାଣେ ନାହିଁ।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 8:1-2
3
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 8:13
ସୁତରାଂ କୌଣସି ଖାଦ୍ୟ ଯଦି ମୋ’ ଭାଇର ବିଘ୍ନ ସ୍ୱରୂପ ହୋଇ ତାକୁ ପାପ ପଥରେ କଢ଼ାଇ ନିଏ, ସେହି ଖାଦ୍ୟ ମୁଁ କଦାପି ଗ୍ରହଣ କରିବି ନାହିଁ।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 8:13
4
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 8:9
କିନ୍ତୁ ସାବଧାନ, ତୁମ୍ଭମାନଙ୍କର ଏହି ସ୍ୱାଧୀନତା ଯେପରି ଦୁର୍ବଳ ବିଶ୍ୱାସୀମାନଙ୍କର ବିଘ୍ନ ସ୍ୱରୂପ ନ ହୁଏ।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 8:9
គេហ៍
ព្រះគម្ពីរ
គម្រោងអាន
វីដេអូ