1
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 1:3-4
ପବିତ୍ର ବାଇବଲ (CL) NT (BSI)
ODCLBSI
ଆସନ୍ତୁ, ଆମ୍ଭମାନେଙ୍କୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା, କରୁଣାସାଗର ଓ ସମସ୍ତ ସାହାଯ୍ୟରେ ଉତ୍ସ, ଈଶ୍ୱରଙ୍କୁ କୃତଜ୍ଞତା ଜଣାଇବା। ଆମ କ୍ଳେଶ ଭୋଗ ସମୟରେ ସେ ଆମକୁ ଯେଉଁ ସାନ୍ୱନା ଦ୍ୱାରା ଆମେ ଯେଉଁ ସାନ୍ତ୍ୱନା ଦେଇ ପାରିବା।
ប្រៀបធៀប
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 1:3-4
2
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 1:5
ଆମେ ଖ୍ରୀଶ୍ଟଙ୍କ ବହୁ ଦୁଃଖ ଭୋଗରେ ଅଂଶୀଦାର ହୋଇ ଥିବାରୁ ଖ୍ରୀଶ୍ଟଙ୍କ ସାହାୟତାରେ ଈଶ୍ୱରଙ୍କ ମହାସାନ୍ତ୍ୱନାର ମଧ୍ୟ ଅଂଶୀ ହୋଇ ପାରିବା।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 1:5
3
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 1:9
ଆମକୁ ମୃତ୍ୟୁ ଦଣ୍ଡାଦେଶ ଦିଆଯାଇଛି ବୋଲଇ ଭାବିଥଲୁ। କିନ୍ତୁ ନିଜ ଉପରେ ନିର୍ଭର ନ କରି ମୃତକୁ ଜୀବନ ଦେଇଥିବା ଈଶ୍ୱରଙ୍କ ଉପରେ ନିର୍ଭର ରଖିବା ପାଇଁ ଏସବୁ ଘଟିଥିଲା।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 1:9
4
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 1:21-22
ସ୍ୱୟଂ ଈଶ୍ୱର ଯୀଶୁ ଖ୍ରୀଷ୍ଟଠାରେ ତୁମ୍ଭମାନଙ୍କର ଓ ଆମ ଜୀବନକୁ ଏକୀଭୂତ କରି ସୁରକ୍ଷା କରିଛନ୍ତି। ସେ ଆମକୁ ପୃଥକ୍ କରିଛନ୍ତି। ଆମ ହୃଦୟରେ ତାଙ୍କ ପବିତ୍ରଆତ୍ମା ହେଉଛନ୍ତି, ଆମ ଉପରେ ଈଶ୍ୱରଙ୍କ ଅଧିକାରର ଚିହ୍ନ ଓ ଭବିଷ୍ୟତରେ ଆମେ ଯାହା ନାଇବୁ, ତାର ପ୍ରତିଭୂ ସ୍ୱରୂପ।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 1:21-22
5
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 1:6
ଆମେ ଯଦି କ୍ଳେଶ ଭୋଗ କରୁ, ତାହା ତୁମ୍ଭମାନଙ୍କର ଉପକାର ଓ ପରିତ୍ରାଣ ନିମନ୍ତେ। ଆମେ ସାନ୍ତ୍ୱନା ପାଇଲେ, ତୁମେ ମଧ୍ୟ ସେହିପାରି ଧୈର୍ଯ୍ୟ ସହକାରେ କ୍ଳେଶ ଭୋଗ କରିବା ପାଇଁ ସାନ୍ତ୍ୱନା ଓ ଶକ୍ତି ପାଇବା।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 1:6
គេហ៍
ព្រះគម្ពីរ
គម្រោងអាន
វីដេអូ