1
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 10:5
ପବିତ୍ର ବାଇବଲ (CL) NT (BSI)
ODCLBSI
ଈଶ୍ୱରଙ୍କ ଜ୍ଞାନର ପ୍ରତିରୋଧ କରୁଥିବା ସମସ୍ତ ପ୍ରତିବନ୍ଧକକୁ ଆମେ ଉତ୍ପାଟିତ କରୁ ଏବଂ ମନୁଷୃର ପ୍ରତ୍ୟକ ଚିନ୍ତା ଆୟର କରି ଖ୍ରୀଷ୍ଟଙ୍କ ବଶୀଭୂତ କରୁ।
ប្រៀបធៀប
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 10:5
2
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 10:4
ବରଂ ଐଶୀଶକ୍ତିସମ୍ପନ୍ନ ଅସ୍ତ୍ରଶସ୍ତ୍ର ବ୍ୟବହାର କରି ଦୃଢ଼ ଦୁର୍ଗସବୁ ଧ୍ୱଂସ କରିଥାଉ, ଭ୍ରାନ୍ତ ଯୁକ୍ତିସମୂହକୁ ଖଣ୍ଡନ କରୁ।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 10:4
3
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 10:3
ଆମେ ଏହି ଜଗତରେ ବାସ କରୁ ସତ, କିନ୍ତୁ କୌଣସି ଜାଗତିକ ଉଦ୍ଦେଶ୍ୟ ରଖି ସଂଗ୍ରାମ କରି ନ ଥାଉ
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 10:3
4
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 10:18
ଆତ୍ମପ୍ରଶଂସା ଦ୍ୱାରା କେହି ସ୍ୱୀକୃତି ପାଏ ନାହିଁ, ଯେ ପ୍ରଭୁଙ୍କ ଦୃଷ୍ଟିରେ ଉତ୍ତମ, ଯେହି କେବଳ ତାଙ୍କର ଗ୍ରହଣଯୋଗ୍ୟ।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 10:18
គេហ៍
ព្រះគម្ពីរ
គម្រោងអាន
វីដេអូ