ឡូហ្គូ YouVersion
ព្រះគម្ពីរគម្រោងអានវីដេអូ
ទាញយកកម្មវិធី
ជម្រើសភាសា
អាយខន ស្វែង​រក

ខគម្ពីរពេញនិយមពី କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 12

1

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 12:9

ପବିତ୍ର ବାଇବଲ (CL) NT (BSI)

ODCLBSI

କିନ୍ତୁ ସେ ମୋତେ କହିଲେ, “ମୋର ଅନୁଗ୍ରହ ତୁମ ନିମନ୍ତେ ଯଥେଷ୍ଟ, ତୁମେ ଦୁର୍ବଳ ହେଲାବେଳେ ମୋର ଶକ୍ତି ସମ୍ପୁର୍ଣ୍ଣ ଭାବରେ ପ୍ରକାଶିତ ହୁଏ।” ତେଣୁ ଖ୍ରୀଷ୍ଟଙ୍କ ଶକ୍ତି ମୋ’ଠାରେ ଅଧିଷ୍ଠାନ କରିବା ନିମନ୍ତେ ମୁଁ ମୋ’ ଦୁର୍ବଳତା ପାଇଁ ଅଧିକ ଦର୍ପ କରିବି ଓ ଆନନ୍ଦିତ ହେବି।

ប្រៀបធៀប

រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 12:9

2

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 12:10

ପବିତ୍ର ବାଇବଲ (CL) NT (BSI)

ODCLBSI

ସୁତରାଂ ଖ୍ରୀଷ୍ଟଙ୍କ ନିମନ୍ତେ ସମସ୍ତ ପ୍ରକାର ଦୁର୍ବଳତା, ଅପମାନ, କ୍ଳେଶ, ନିର୍ଯ୍ୟାତନା ଓ ଆପଦ ବିପଦ ମୁଁ ଖୁସିରେ ବରଣ କରେ, କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ଶକ୍ତିମାନ୍।

ប្រៀបធៀប

រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 12:10

3

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 12:6-7

ପବିତ୍ର ବାଇବଲ (CL) NT (BSI)

ODCLBSI

ଦର୍ପ କରିବା ମୋ’ ପକ୍ଷରେ ନିର୍ବୋଧତା ହେବ ନାହିଁ, କାରଣ ମୁଁ ଦତ କଥା କହିବି। କିନ୍ତୁ ମୁଁ ଦର୍ପ କରୁ ନାହିଁ, କାରଣ ମୁଁ ଚାହେଁ, ଲୋକେ ମୋତେ ଯେପରି କାର୍ଯ୍ୟ କରିବାର ଦେଖନ୍ତି ବା ମୋ’ଠାରୁ ଯେପରି କଥା ଶୁଣନ୍ତି, ତା’ଠାରୁ ମୋତେ ଦଡ଼ ବୋଲି ମନେ ନ କରନ୍ତୁ। ଏହି ଅନନ୍ୟ ସାଧାରଣ ପ୍ରତ୍ୟାଦେଶ ଲାଭ କରି ମୁଁ ଯେପରି ଅହଂକାରୀ ହୋଇ ନ ପଡ଼େ, ଏଥିପାଇଁ ମୋ’ ଶରୀରରେ ଏକ ଯନ୍ତ୍ରଣାଦାୟକ ବ୍ୟାଧି ଦିଅ।।ଯାଇଛି, ଏହା ମୋତେ ଗର୍ବିତ ନ ହେବା ପାଇଁ ଶୟତାନର ଦୂତ ଭଳି କାର୍ଯ୍ୟ କରିଥାଏ।

ប្រៀបធៀប

រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 12:6-7

ជំពូកមុន
ជំពូកបន្ទាប់
YouVersion

ទទួលការលើកទឹកចិត្តនិងជំរុញឱ្យអ្នកស្វែងរកភាពស្និទ្ធស្នាលជាមួយនឹងព្រះជាម្ចាស់ជាប្រចាំថ្ងៃ។

ព័ន្ធកិច្ច

អំពី

អាជីព

អ្នកស្ម័គ្រចិត្ត

ប្លុកសារ

ដំណឹង

តំណមានប្រយោជន៍

ជំនួយ

បរិច្ចាគ

ជំនាន់​ព្រះ​គម្ពីរ

ព្រះគម្ពីរជាសំឡេង

ភាសា​ព្រះ​គម្ពីរ

ខគម្ពីរ​សម្រាប់​ថ្ងៃ​នេះ


ព័ន្ធកិច្ចបែបឌីជីថលរបស់

Life.Church
English (US)

©2025 Life.Church / YouVersion

គោលការណ៍ច្បាប់ឯកជនលក្ខខណ្ឌ
កម្មវិធីបង្ហាញពីភាពងាយរងគ្រោះ
ហ្វេសប៊ុកTwitterអ៊ីនស្ដាក្រាមយូធូបPinterest

គេហ៍

ព្រះគម្ពីរ

គម្រោងអាន

វីដេអូ