1
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 3:17
ପବିତ୍ର ବାଇବଲ (CL) NT (BSI)
ODCLBSI
ଏହି ଶାସ୍ତ୍ରାଂଶରେ ଉଲ୍ଲିଖିତ “ପ୍ରଭୁ” ହେଉଛନ୍ତି “ଆତ୍ମା”। ଯେଉଁଠି ପ୍ରଭୁଙ୍କ ଆତ୍ମା, ସେଇଠି ଥାଏ ସ୍ୱାଧୀନତା।
ប្រៀបធៀប
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 3:17
2
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 3:18
ଆମ ସମସ୍ତଙ୍କ ଅନାବୃତ ମୁଖରେ ଏବେ ପଅଭୁଙ୍କ ମହିମା ପଅତିଫଳିତ ହେଉଛି ଏବଂ ପ୍ରଭୁଙ୍କଠାରୁ ନିସୃତ ସେହି ମହିମାର ପ୍ରଭାବରେ ଆମେ ଅଧିକ ତେଜୋମୟ ଭାବରେ ତାଙ୍କ ସାଦୃଶ୍ୟରେ ରୂପାନ୍ତରିତ ହେଉଛୁ।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 3:18
3
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 3:16
କିନ୍ତୁ ସେହି ଆବରଣ ଘୁଞ୍ଚା ଯାଇପାରେ। କାରଣ ଧର୍ମଶାସ୍ତ୍ରରେ ମୋଶାଙ୍କ ବିଷୟରେ ଉଲ୍ଲଖ ଅଛି, “ପ୍ରଭୁଙ୍କ ଆଫକୁ ମୁଖ ଫେରାଇବାକୁ ସେହି ଆବରଣ ଘଞ୍ଚାଗଲା।”
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 3:16
4
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 3:5-6
କାରଣ ଆମର କୃତିତ୍ୱ ଦାବୀ କରିବା ପାଇଁ କୌଣସି ଯୋଗ୍ୟତା ମଧ୍ୟ ନାହିଁ। ଆମର ଯୋଗ୍ୟତା ମଧ୍ୟ ନାହିଁ। ଆମର ଯୋଗ୍ୟତା ଈଶ୍ୱରଙ୍କଠାରୁ ଆସେ। ନୂତନ ନିୟମକୁ ପାଳକ କରିବା ନିମନ୍ତେ ଈଶ୍ୱର ଅମ୍ଭମାନଙ୍କୁ ଯୋଗ୍ୟ କରିଛନ୍ତି। ଏହି ନିୟମ ଲିଖିତ ନୁହେଁ, ମାତ୍ର ଆତ୍ମାଙ୍କ ନିୟମ ଜୀବନ ସଞ୍ଚାର କରେ।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 3:5-6
គេហ៍
ព្រះគម្ពីរ
គម្រោងអាន
វីដេអូ