ឡូហ្គូ YouVersion
ព្រះគម្ពីរគម្រោងអានវីដេអូ
ទាញយកកម្មវិធី
ជម្រើសភាសា
អាយខន ស្វែង​រក

ខគម្ពីរពេញនិយមពី କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 4

1

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 4:18

ପବିତ୍ର ବାଇବଲ (CL) NT (BSI)

ODCLBSI

ଆମର ଦୃଷ୍ଟି ଦୃଶ୍ୟମାନ କୌଣସି ବସ୍ତୁ ଉପରେ ନୁହେଁ, ମାତ୍ର ଅଦୃଶ୍ୟ ବସ୍ତୁ ଉପରେ ନିବନ୍ଧ, କାରଣ ଦୃଶ୍ୟମାନ ସବୁ କିଛି କ୍ଷଣସ୍ଥାୟୀ, କିନ୍ତୁ ଯାହା ଅଦୃଶ୍ୟ, ତାହା ଚିରସ୍ଥାୟୀ।

ប្រៀបធៀប

រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 4:18

2

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 4:16-17

ପବିତ୍ର ବାଇବଲ (CL) NT (BSI)

ODCLBSI

ଏଥିପାଇଁ ଆମେ କେବେ ହତୋତ୍ସାହ ହୋଇ ନାହୁଁ। ଆମ ଶରୀର କ୍ରମେ କ୍ଷୀଣ ହେଉଛି। କିନ୍ତୁ ଆମର ଅନ୍ତରାତ୍ମା ଦିନୁଦିନ ସତେଜ ହେଉଛି। ଏହି ସାମାନ୍ୟ ଓ କ୍ଷଣିକ ଦୁଃଖ ଦୁର୍ଦ୍ଦଶା ଆମ ପାଇଁ ଆଣି ଦେଉଛି ଅତୁଳନୀୟ ଚିରସ୍ଥାୟୀ ଗୌରବର ସମ୍ପଦ।

ប្រៀបធៀប

រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 4:16-17

3

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 4:8-9

ପବିତ୍ର ବାଇବଲ (CL) NT (BSI)

ODCLBSI

ଆମେ ସବୁ ପ୍ରକାର କ୍ଳେଶ ଭୋଗ କରିଛୁ, କିନ୍ତୁ ଭାଙ୍ଗିପଡ଼ି ନାହୁଁ। ସମୟେ ସମୟେ ବିଚଳିତ ହୋଇ ପଡ଼ିଛୁ କିନ୍ତୁ ହତାଶ ହୋଇ ନାହୁଁ। ଆମେ ନିର୍ଯ୍ୟତାତିତ ହୋଇଛୁ, କିନ୍ତୁ ଈଶ୍ୱର ଆମକୁ କେବେ ପରିତ୍ୟାଗ କରି ନାହାନ୍ତି। ଅନେକ ସମୟରେ ଆମେ ଆଘାତ ପାଇଛୁ, କିନ୍ତୁ ଧ୍ୱଂସ ହୋଇଯାଇ ନାହୁଁ।

ប្រៀបធៀប

រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 4:8-9

4

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 4:7

ପବିତ୍ର ବାଇବଲ (CL) NT (BSI)

ODCLBSI

କିନ୍ତୁ ଆମେ କେବଳ ଆମର ସାଧାରଣ ମାଟି ପାତ୍ରରେ ଏହି ସ୍ୱର୍ଗୀୟ ସମ୍ପଦ ପାଇଛୁ। ଏଥିରୁ ପ୍ରମାଣତ ହୋଇଛି ଯେ, ଏପରି ଅଳୌକିକ ଶକ୍ତି ଆମର ନୁହେଁ, ମାତ୍ର ଈଶ୍ୱରଙ୍କର।

ប្រៀបធៀប

រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 4:7

5

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 4:4

ପବିତ୍ର ବାଇବଲ (CL) NT (BSI)

ODCLBSI

ସେମାନେ ବିଶ୍ୱାସ କରିନ୍ତି ନାହିଁ, କାରଣ ସେମାନଙ୍କ ମନକୁ ଏହି ଜଗତର ଦେବତା ଅନ୍ଧ କରି ଦେଇଛି। ଫଳରେ ଈଶ୍ୱରଙ୍କ ପ୍ରତିମୂର୍ତ୍ତିର୍ ଖ୍ରୀଷ୍ଟଙ୍କ ମହିମାନ୍ୱିତ ସୁସମାଚାରର ଦୀପ୍ତି ସେମାନଙ୍କ ନିକଟରେ ପ୍ରତିଭାତ ହୁଏ ନାହିଁ।

ប្រៀបធៀប

រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 4:4

6

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 4:6

ପବିତ୍ର ବାଇବଲ (CL) NT (BSI)

ODCLBSI

କାରଣ ଯେଉଁ ଈଶ୍ୱର କହିଥିଲେ, “ଅନ୍ଧକାର ମଧ୍ୟରୁ ଆଲୋକର ଆବିର୍ଭାବ ହେଉ”, ସେହି ଈଶ୍ୱର ଖ୍ରୀଷ୍ଟଙ୍କ ମୁଖରେ ପ୍ରତିଭାତ ଐଶ୍ୱରିକ ମହିମା ଦେଖିବା ପାଇଁ ଆମ ହୃଦୟକୁ ଆଲୋକିତ କରିଛନ୍ତି।

ប្រៀបធៀប

រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 4:6

ជំពូកមុន
ជំពូកបន្ទាប់
YouVersion

ទទួលការលើកទឹកចិត្តនិងជំរុញឱ្យអ្នកស្វែងរកភាពស្និទ្ធស្នាលជាមួយនឹងព្រះជាម្ចាស់ជាប្រចាំថ្ងៃ។

ព័ន្ធកិច្ច

អំពី

អាជីព

អ្នកស្ម័គ្រចិត្ត

ប្លុកសារ

ដំណឹង

តំណមានប្រយោជន៍

ជំនួយ

បរិច្ចាគ

ជំនាន់​ព្រះ​គម្ពីរ

ព្រះគម្ពីរជាសំឡេង

ភាសា​ព្រះ​គម្ពីរ

ខគម្ពីរ​សម្រាប់​ថ្ងៃ​នេះ


ព័ន្ធកិច្ចបែបឌីជីថលរបស់

Life.Church
English (US)

©2025 Life.Church / YouVersion

គោលការណ៍ច្បាប់ឯកជនលក្ខខណ្ឌ
កម្មវិធីបង្ហាញពីភាពងាយរងគ្រោះ
ហ្វេសប៊ុកTwitterអ៊ីនស្ដាក្រាមយូធូបPinterest

គេហ៍

ព្រះគម្ពីរ

គម្រោងអាន

វីដេអូ