ឡូហ្គូ YouVersion
ព្រះគម្ពីរគម្រោងអានវីដេអូ
ទាញយកកម្មវិធី
ជម្រើសភាសា
អាយខន ស្វែង​រក

ខគម្ពីរពេញនិយមពី କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 6

1

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 6:14

ପବିତ୍ର ବାଇବଲ (CL) NT (BSI)

ODCLBSI

ତୁମ୍ଭେମାନେ ଅବିଶ୍ୱାସୀ ସଙ୍ଗେ ସମଭାବେ କାର୍ଯ୍ୟ କରିବା ପାଇଁ ଚେଷ୍ଟା କର ନାହିଁ। ଏହା କଦାପି ହୋଇପାରିବ ନାହିଁ ଧର୍ମ ଓ ଅଧର୍ମର ମେଳ କେଉଁଠି? ଆଲୋକ ଓ ଅନ୍ଧାକାର କିପରି ଏକତ୍ର ରହିବେ?

ប្រៀបធៀប

រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 6:14

2

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 6:16

ପବିତ୍ର ବାଇବଲ (CL) NT (BSI)

ODCLBSI

ଈଶ୍ୱରଙ୍କ ମନ୍ଦିରରେ କିପରି ପ୍ରତିମାର ପ୍ରତିଷ୍ଟା ହେଇପାରେ? ଆମେମାନେ ତ ଜୀବନ୍ତ ଈଶ୍ବରଙ୍କ ମନ୍ଦିର, କାରଣ ଈଶ୍ୱର ନିଜେ କହି ଅଛନ୍ତି, “ମୋର ଲୋକମାନଙ୍କ ସହିତ ମୁଁ ବାସ କରିବି ଓ ସେମାନଙ୍କ ମଧ୍ୟରେ ବିଚରଣ କରିବି; ମୁଁ ସେମାନଙ୍କ ଈଶ୍ୱର ହେବି ଓ ସେମାନେ ମୋର ନିଚ ଲୋକ ହେବେ।”

ប្រៀបធៀប

រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 6:16

3

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 6:17-18

ପବିତ୍ର ବାଇବଲ (CL) NT (BSI)

ODCLBSI

ତେଣୁ ପ୍ରଭୁ କହନ୍ତି, ସେମାନଙ୍କ ମଧ୍ୟରୁ ତୁମେ ବାହାର ଆସ, ସେମାନଙ୍କଠାରୁ ନିଚକୁ ଗ୍ରହଣ କରିବି, ମୁଁ ତୁମ୍ଭମାନଙ୍କର ପିତା ହେବି, ଆଉ ତୁମ୍ଭମାନନେ ହେବ ମୋର ପୁତ୍ରକନ୍ୟା, ସର୍ବଶକ୍ତିମାନ ପ୍ରଭୁ ଏହି କଥା କହନ୍ତି।”

ប្រៀបធៀប

រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 6:17-18

4

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 6:15

ପବିତ୍ର ବାଇବଲ (CL) NT (BSI)

ODCLBSI

ଖ୍ରୀଷ୍ଟ ଓ ଶୟତାନ କରିପରି ଏକମତ ହେବେ? ବିଶ୍ୱାସୀ ସହିତ ଅବିଶ୍ୱାସୀ କେଉଁ ବିଷୟରେ ଏକମତ ହୋଇପାରିବ?

ប្រៀបធៀប

រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 6:15

ជំពូកមុន
ជំពូកបន្ទាប់
YouVersion

ទទួលការលើកទឹកចិត្តនិងជំរុញឱ្យអ្នកស្វែងរកភាពស្និទ្ធស្នាលជាមួយនឹងព្រះជាម្ចាស់ជាប្រចាំថ្ងៃ។

ព័ន្ធកិច្ច

អំពី

អាជីព

អ្នកស្ម័គ្រចិត្ត

ប្លុកសារ

ដំណឹង

តំណមានប្រយោជន៍

ជំនួយ

បរិច្ចាគ

ជំនាន់​ព្រះ​គម្ពីរ

ព្រះគម្ពីរជាសំឡេង

ភាសា​ព្រះ​គម្ពីរ

ខគម្ពីរ​សម្រាប់​ថ្ងៃ​នេះ


ព័ន្ធកិច្ចបែបឌីជីថលរបស់

Life.Church
English (US)

©2025 Life.Church / YouVersion

គោលការណ៍ច្បាប់ឯកជនលក្ខខណ្ឌ
កម្មវិធីបង្ហាញពីភាពងាយរងគ្រោះ
ហ្វេសប៊ុកTwitterអ៊ីនស្ដាក្រាមយូធូបPinterest

គេហ៍

ព្រះគម្ពីរ

គម្រោងអាន

វីដេអូ