1
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 7:10
ପବିତ୍ର ବାଇବଲ (CL) NT (BSI)
ODCLBSI
କାରଣ ଏହି ଭଳି ଦୁଃଖ ଈଶ୍ବରଙ୍କ ଦ୍ୱାରା ବ୍ୟବହୃତ ହୋଇ ତଦ୍ଦ୍ୱାରା ହୃଦୟ ପରିବର୍ତ୍ତନ ହେଲେ ପରିତ୍ରାଣ ମିଳିଥାଏ। ଏଥିରେ ଅନୁଶୋଚନାର ଅପକାଶ ନାହିଁ। କିନ୍ତୁ କେବଳ ଜାଗତିକ ଦୁଃଖ ମୃତ୍ୟ ଘଟାଏ।
ប្រៀបធៀប
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 7:10
2
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 7:1
ବନ୍ଧୁଗଣ, ଏହିସବୁ ପ୍ରତିଶ୍ରୁତି ଆମ୍ଭେମାନେ ଈଶ୍ୱରଙ୍କଠାରୁ ପାିଛୁ। ତେଣୁ ଆସ, ଶରୀର ଆତ୍ମାକୁ ଅଶୁଚି କରୁଥିବା ସବୁ ବିଷୟରୁ ନିଜ ନିଜର ପରିଷ୍ମୃତି କରିବା। ପୁଣି ଈଶ୍ୱରଙ୍କୁ ଭୟ କରି ସମ୍ପୂର୍ଣ୍ଣ ପବିତ୍ରଭାବେ ବାସ କରିବା।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 7:1
3
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 7:9
କିନ୍ତୁ ତୁମ ମନରେ ଦୁଃଫଖ ଦେଇ ଥିବାରୁ ନୁହେଁ, ମାତ୍ର ଏହି ଦୁଃଖ ତୁମ୍ଭମାନଙ୍କ ଜୀବନରେ ଗତିପଥ ବଦଳାଇ ଦେଇ ଥିବାରୁ ଏବେ ମୁଁ ଆନନ୍ଦ ପାଉଛି। ଈଶ୍ୱରଙ୍କ ଅଭିପ୍ରାୟ ଅନୁସାରେ ତୁମ୍ଭମାନେ ଏହି ଦୁଃଖ ସହ୍ୟ କରିଛି। ତେଣୁ ଆମ ଦ୍ୱାରା ତୁମ୍ଭେମାନେ କୌଣସି ପ୍ରକାରେ କ୍ଷତିଗ୍ରସ୍ତ ହୋଇ ନାହିଁ।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 7:9
គេហ៍
ព្រះគម្ពីរ
គម្រោងអាន
វីដេអូ