1
ପ୍ରେରିତ 10:34-35
ପବିତ୍ର ବାଇବଲ (CL) NT (BSI)
ODCLBSI
ପିତର ଶିକ୍ଷା ଦେବାକୁ ଆରମ୍ଭ କରି କହିଲେ, “ବର୍ତ୍ତମାନ ମୁଁ ବୁଝିପାରୁଛି ଯେ ପ୍ରକୃତରେ ଈଶ୍ୱର ସମସ୍ତଙ୍କୁ ସମାନ ଭାବରେ ଦେଖନ୍ତି। ଯେ କୌଣସି ଜାତିର ଯେକୌଣସି ଲୋକ ପ୍ରଭୁଙ୍କର ଉପାସନା କଲେ ଓ ତାଙ୍କ ଦୃଷ୍ଟିରେ ସତ୍କର୍ମ କଲେ, ପ୍ରଭୁ ତାହାକୁ ଗ୍ରହଣ କରନ୍ତି।
ប្រៀបធៀប
រុករក ପ୍ରେରିତ 10:34-35
2
ପ୍ରେରିତ 10:43
ସବୁ ଭାବବାଦୀମାନେ ତାଙ୍କ ବିଷୟରେ ପ୍ରଚାର କରି ଏହି କଥା କହିଥିଲେ, ଯେ କେହି ତାଙ୍କଠାରେ ବିଶ୍ୱାସ କରିବ, ତାଙ୍କ ନାମର ଶକ୍ତିରେ ତାହାର ପାପ କ୍ଷମା ହେବ।”
រុករក ପ୍ରେରିତ 10:43
គេហ៍
ព្រះគម្ពីរ
គម្រោងអាន
វីដេអូ