1
ପ୍ରେରିତ 17:27
ପବିତ୍ର ବାଇବଲ (CL) NT (BSI)
ODCLBSI
ତାଙ୍କର ଉଦ୍ଦେଶ୍ୟ ଥିଲା, ସମସ୍ତେ ଯେପରି ତାଙ୍କର ଅନ୍ୱେଷଣ କରି ତାଙ୍କୁ ପାଇବେ। କିନ୍ତୁ ପ୍ରକୃତରେ ଈଶ୍ୱର କାହାରିଠାରୁ ଦୂରବର୍ତ୍ତୀ ନୁହଁନ୍ତି।
ប្រៀបធៀប
រុករក ପ୍ରେରିତ 17:27
2
ପ୍ରେରିତ 17:26
ଜଣେ ମନୁଷ୍ୟଠାରୁ ସେ ସମସ୍ତ ମାନବ ଗୋଷ୍ଠୀକୁ ସୃଷ୍ଟି କରିଛନ୍ତି ଓ ତାଙ୍କ ନିର୍ଦ୍ଦେଶରେ ସେମାନେ ପୃଥିବୀର ବିଭିନ୍ନ ସ୍ଥାନରେ ବାସ କରନ୍ତି। କେଉଁ ସମୟରେ, କିଏ କେଉଁ ସ୍ଥାନରେ ବାସ କରିବେ, ଆଦ୍ୟରୁ ଈଶ୍ୱର ତା’ ନିରୂପଣ କରିଛନ୍ତି।
រុករក ପ୍ରେରିତ 17:26
3
ପ୍ରେରିତ 17:24
ଈଶ୍ୱର ଜଗତ ଓ ସେଥିରେ ଥିବା ପ୍ରତ୍ୟେକ ବିଷୟ ସୃଷ୍ଟି କଲେ। ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ। ମନୁଷ୍ୟ ହସ୍ତନିର୍ମିତ ମନ୍ଦିରମାନଙ୍କରେ ସେ ବାସ କରନ୍ତି ନାହିଁ।
រុករក ପ୍ରେରିତ 17:24
4
ପ୍ରେରିତ 17:31
ସେ ଗୋଟିଏ ଦିନ ନିରୂପଣ କରିଛନ୍ତି। ସେହିଦିନ ସେ ତାଙ୍କର ମନୋନୀତ ବ୍ୟକ୍ତିଙ୍କ ଦ୍ୱାରା ସମଗ୍ର ଜଗତର ନ୍ୟାୟ ବିଚାର କରିବେ। ସେହି ବ୍ୟକ୍ତିଙ୍କୁ ମୃତ୍ୟୁରୁ ପୁନରୁତ୍ôଥତ କରିବା ଦ୍ୱାରା ସେ ଏହି କଥାର ନିଶ୍ଚିତତା ସମସ୍ତଙ୍କୁ ଜଣାଇ ଅଛନ୍ତି।”
រុករក ପ୍ରେରିତ 17:31
5
ପ୍ରେରିତ 17:29
ଆମେ ଈଶ୍ୱରଙ୍କର ସନ୍ତାନ ହୋଇଥିବାରୁ ମନୁଷ୍ୟର କଳାନୈପୁଣ୍ୟ ଦ୍ୱାରା ଉଦ୍ଭାବିତ ସୁବର୍ଣ୍ଣ, ରୌପ୍ୟ କିମ୍ବା ପ୍ରସ୍ତର ନିର୍ମିତ ପ୍ରତିମା ସାଦୃଶ୍ୟରେ ଈଶ୍ୱରଙ୍କ ସ୍ୱରୂପ କଳ୍ପନା କରିପାରିବା ନାହିଁ।
រុករក ପ୍ରେରିତ 17:29
គេហ៍
ព្រះគម្ពីរ
គម្រោងអាន
វីដេអូ