ଯେଉଁ ଇହୁଦୀ ଓ ଅଣଇହୁଦୀ ଲୋକମାନଙ୍କ ନିକଟକୁ ମୁଁ ତୁମକୁ ପଠାଇବି, ସେମାନଙ୍କଠାରୁ ମୁଁ ତୁମକୁ ରକ୍ଷା କରିବି। ତୁମକୁ ସେମାନଙ୍କର ଚକ୍ଷୁ ଖୋଲି ଦେବାକୁ ପଡ଼ିବ ଓ ସେମାନଙ୍କୁ ଅନ୍ଧାରରୁ ଆଲୋକକୁ ଓ ଶୟତାନର କବଳରୁ ପ୍ରଭୁଙ୍କ ପ୍ରତି ଫେରାଇ ଆଣିବାକୁ ହେବ, ଯେପରି ମୋ’ଠାରେ ବିଶ୍ୱାସ କରିବା ଦ୍ୱାରା ସେମାନଙ୍କର ପାପ କ୍ଷମା ହେବ ଓ ପ୍ରଭୁଙ୍କ ମନୋନୀତ ଲୋକମାନଙ୍କ ମଧ୍ୟରେ ସେମାନେ ସ୍ଥାନ ପାଇବେ’।