ମୁଁ ଯେଉଁ ଈଶ୍ୱରଙ୍କୁ ଉପାସନା କରେ, ଗତ ରାତ୍ରିରେ ତାଙ୍କର ଜଣେ ସ୍ୱର୍ଗଦୂତ ମୋ’ ସମ୍ମୁଖରେ ମୋ’ ପାଖକୁ ଆସି କହିଲେ, ‘ପାଉଲ, ତୁମେ ଭୟ କର ନାହିଁ। ତୁମେ ନିଶ୍ଚୟ ସମ୍ରାଟଙ୍କ ସମ୍ମୁଖରେ ଉପସ୍ଥିତ ହେବ। ତୁମ ପ୍ରତି ପ୍ରଭୁ ସଦୟ ହୋଇଥିବାରୁ, ତୁମ ସହିତ ଯାତ୍ରା କରୁଥିବା ସମସ୍ତଙ୍କର ଜୀବନ ସେ ରକ୍ଷା କରିଛନ୍ତି।