ខគម្ពីរពេញនិយមពី ଏଫିସୀୟ 1

ମୁଁ ନିବେଦନ କରେ, ଯେପରି ତାଙ୍କର ଆଲୋକ ଦେଖିବା ନିମନ୍ତେ ତୁମ୍ଭମାନଙ୍କର ଅନ୍ତର୍ଦୃଷ୍ଟି ପ୍ରସନ୍ନ ହେବ। ଫଳରେ ଯେଉଁ ଭରସା ନିମନ୍ତେ ତୁମ୍ଭେମାନେ ତାଙ୍କ ଦ୍ୱାରା ଆହୂତ, ତାଙ୍କର ଲୋକମାନଙ୍କ ପ୍ରତି ତାଙ୍କର ପ୍ରତିଜ୍ଞାତ ମହତ୍ ଆଶୀର୍ବାଦସମୂହ ଯେ କେତେ ବହୁଳ ଏବଂ ଆମ ପରି ବିଶ୍ୱାସୀମାନଙ୍କ ମଧ୍ୟରେ ତାଙ୍କର ସକ୍ରିୟ ଶକ୍ତି ଯେ କେଡ଼େ ମହାନ୍, ତାହା ତୁମ୍ଭେମାନେ ଜାଣି ପାରିବ। ବର୍ତ୍ତମାନ, ଆମ୍ଭମାନଙ୍କ ମଧ୍ୟରେ ସକ୍ରିୟ ଥିବା ସେହି ଶକ୍ତି ଦ୍ୱାରା ହିଁ ଈଶ୍ୱର ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନରୁତ୍ôଥତ କରି ତାଙ୍କୁ ସ୍ୱର୍ଗଲୋକରେ ନିଜ ଦକ୍ଷିଣ ପାଶ୍ୱର୍ରେ ଉପବିଷ୍ଟ କରାଇ ଅଛନ୍ତି। ଖ୍ରୀଷ୍ଟ ସମସ୍ତ ସ୍ୱର୍ଗୀୟ ଶାସକ, କ୍ଷମତାସମ୍ପନ୍ନ ଅଧିକାରୀ, ଶକ୍ତିଧର ଓ ଅଧିପତିମାନଙ୍କ ଉପରେ ଶାସନ କରନ୍ତି, ଇହଲୋକ ଓ ପରଲୋକର କ୍ଷମତାସୂଚକ ସମସ୍ତ ଉପାଧି ଅପେକ୍ଷା ତାଙ୍କର ଉପାଧି ସର୍ବୋକ୍ରୃଷ୍ଟ।

គម្រោង​អាន​និង​អត្ថបទស្មឹងស្មាធិ៍ជាមួយ​ព្រះ ​​ដោយ​ឥត​គិត​ថ្លៃ​ ដែល​ទាក់​ទង​ទៅ​នឹង ଏଫିସୀୟ 1