1
ରୋମୀୟ 13:14
ପବିତ୍ର ବାଇବଲ (CL) NT (BSI)
ODCLBSI
ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅସ୍ତ୍ରଶସ୍ତ୍ରରେ ସଜ୍ଜିତ ହୋଇ ପାପ ପ୍ରତି ବିମୁଖ ହୁଅ ଓ ନିଜର ଲାଳସାଗୁଡ଼ିକୁ ଚରିତାର୍ଥ କର ନାହିଁ।
ប្រៀបធៀប
រុករក ରୋମୀୟ 13:14
2
ରୋମୀୟ 13:8
ପରସ୍ପରକୁ ପ୍ରେମ କରିବା ଛଡ଼ା ଆଉ କୌଣସି ବିଷୟରେ କାହାର ଋଣୀ ହୋଇ ରହ ନାହିଁ। ଯେ ଅନ୍ୟକୁ ପ୍ରେମ କରେ, ସେ ବ୍ୟବସ୍ଥା ପାଳନ କରେ।
រុករក ରୋମୀୟ 13:8
3
ରୋମୀୟ 13:1
ଶାସକମାନଙ୍କର ବାଧ୍ୟ ହେବା ପ୍ରତ୍ୟେକର କର୍ତ୍ତବ୍ୟ, କାରଣ ଈଶ୍ୱରଙ୍କ ଅନୁମତି ବିନା କେହି ଶାସନ କ୍ଷମତା ପାଏ ନାହିଁ। କ୍ଷମତାରେ ଥିବା ଶାସକମାନେ ଈଶ୍ୱରଙ୍କ ଦ୍ୱାରା ପ୍ରତିଷ୍ଠିତ।
រុករក ରୋମୀୟ 13:1
4
ରୋମୀୟ 13:12
ରାତ୍ରି ଶେଷ ହେଲାଣି, ଦିବସ ଆଗତପ୍ରାୟ। ଆସ, ଅନ୍ଧକାରର କାର୍ଯ୍ୟସବୁ ପରିତ୍ୟାଗ କରିବା ଓ ଆଲୋକରେ ଯୁଦ୍ଧ କରିବା ପାଇଁ ଉପଯୁକ୍ତ ସାଜ ପରିଧାନ କରିବା।
រុករក ରୋମୀୟ 13:12
5
ରୋମୀୟ 13:10
ତୁମେ ଜଣକୁ ପ୍ରେମ କରୁଥିଲେ, ତା’ ପ୍ରତି କେବେ ଅନ୍ୟାୟ କରିବ ନାହିଁ। ତେଣୁ ପ୍ରେମ କରିବା ଦ୍ୱାରା ହିଁ ସମସ୍ତ ବ୍ୟବସ୍ଥା ପାଳନ କରାଯାଏ।
រុករក ରୋମୀୟ 13:10
6
ରୋମୀୟ 13:7
ତେଣୁ ସେମାନଙ୍କର ଯାହା ପ୍ରାପ୍ୟ, ତାହା ଦେଇ ଦିଅ। ରାଜସ୍ୱ ବା ଶୁଳ୍କ ତୁମର ଯାହା ଦେୟ, ତାହା ପଇଠ କରି ଦିଅ ଏବଂ ସେମାନଙ୍କୁ ଯଥୋଚିତ ଶ୍ରଦ୍ଧା ଓ ସମ୍ମାନ ପ୍ରଦର୍ଶନ କର।
រុករក ରୋମୀୟ 13:7
គេហ៍
ព្រះគម្ពីរ
គម្រោងអាន
វីដេអូ