1
ରୋମୀୟ 7:25
ପବିତ୍ର ବାଇବଲ (CL) NT (BSI)
ODCLBSI
ଧନ୍ୟ ଈଶ୍ୱର, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଏହା ସେ ସାଧନ କରିଛନ୍ତି। ତେବେ, ଏହା ହେଉଛି ମୋର ଅବସ୍ଥା। ଈଶ୍ୱରଙ୍କ ବ୍ୟବସ୍ଥା କେବଳ ମୁଁ ମୋ’ ମନରେ ପାଳନ କରିପାରେ। କିନ୍ତୁ ମୋର ମାନବ ପ୍ରକୃତି ମୋତେ ପାପର ଦାସ ହେବାକୁ ବାଧ୍ୟ କରୁଛି।
ប្រៀបធៀប
រុករក ରୋମୀୟ 7:25
2
ରୋମୀୟ 7:18
ମୁଁ ଜାଣେ, ମୋ' ଭିତରେ ଅର୍ଥାତ୍ ମୋର ମାନବ ପ୍ରକୃତିରେ କୌଣସି ଉତ୍ତମତା ନାହିଁ, କାରଣ ସତ୍କାର୍ଯ୍ୟ କରିବାକୁ ମୋର ଇଚ୍ଛା ଥିଲେ ସୁଦ୍ଧା ତା’ କରିପାରେ ନାହିଁ।
រុករក ରୋମୀୟ 7:18
3
ରୋମୀୟ 7:19
ସେଥିପାଇଁ ଯେଉଁ ସତ୍କାର୍ଯ୍ୟ କରିବାକୁ ମୋର ଇଚ୍ଛା, ତା’ ନ କରି ମୋ’ ଇଚ୍ଛା ବିରୁଦ୍ଧରେ ଅସତ୍ କାର୍ଯ୍ୟ ହିଁ କରୁଥାଏ।
រុករក ରୋମୀୟ 7:19
4
ରୋମୀୟ 7:20
ମୋ’ ଇଚ୍ଛା ବିରୁଦ୍ଧରେ ଯାହା ମୁଁ କରେ, ପ୍ରକୃତରେ ମୁଁ ତା’ କରେ ନାହିଁ, ମୋ’ ଭିତରେ ଥିବା ପାପ ହିଁ ତା’ କରେ।
រុករក ରୋମୀୟ 7:20
5
ରୋମୀୟ 7:21-22
ଏହା ମୋ’ ଭିତରେ ଏକ ସକ୍ରିୟ ବିଧାନ ବୋଲି ମନେହୁଏ। ଯାହା ସତ୍, ତାହା ମୁଁ କରିବାକୁ ଗଲାବେଳେ, କେବଳ ଅସତ୍ କାର୍ଯ୍ୟ କରିଥାଏ। ଈଶ୍ୱରଙ୍କ ବ୍ୟବସ୍ଥା ପାଳନ କରିବା ପାଇଁ ମୋର ଆଗ୍ରହ
រុករក ରୋମୀୟ 7:21-22
6
ରୋମୀୟ 7:16
ଯାହା କରେ, ତାହା ପ୍ରକୃତରେ ମୋର ଇଚ୍ଛା ବିରୁଦ୍ଧରେ କରୁଥିବାରୁ, ବ୍ୟବସ୍ଥା ଯଥାର୍ଥ ବୋଲି ମୁଁ ସ୍ୱୀକାର କରୁଛି।
រុករក ରୋମୀୟ 7:16
គេហ៍
ព្រះគម្ពីរ
គម្រោងអាន
វីដេអូ