1
ମାର୍କ 3:35
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ଯେ କେହି ଈଶ୍ବରଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମା।”
ប្រៀបធៀប
រុករក ମାର୍କ 3:35
2
ମାର୍କ 3:28-29
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଲୋକମାନଙ୍କର ସମସ୍ତ ପାପ ଓ ସେମାନେ ଯେତେ ନିନ୍ଦାକଥା କହି ଈଶ୍ବର ନିନ୍ଦା କରନ୍ତି, ସେ ସମସ୍ତ କ୍ଷମା କରାଯିବ; କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହେ, ତାହାର କୌଣସି କାଳେ ହିଁ କ୍ଷମା ନାହିଁ, ମାତ୍ର ସେ ଅନନ୍ତ ପାପରେ ଦୋଷୀ ଅଟେ।
រុករក ମାର୍କ 3:28-29
3
ମାର୍କ 3:24-25
ଯଦି କୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ରାଜ୍ୟ ସ୍ଥିର ହୋଇ ରହି ପାରେ ନାହିଁ। ପୁଣି, ଯଦି କୌଣସି ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ଗୃହ ସ୍ଥିର ହୋଇ ରହି ପାରିବ ନାହିଁ।
រុករក ମାର୍କ 3:24-25
4
ମାର୍କ 3:11
ଆଉ, ଅଶୁଚି ଆତ୍ମାଗୁଡ଼ାକ ଯେତେବେଳେ ତାହାଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ସମ୍ମୁଖରେ ପଡ଼ି ଚିତ୍କାର କରି କହୁଥିଲେ, ତୁମ୍ଭେ ଈଶ୍ବରଙ୍କ ପୁତ୍ର।
រុករក ମାର୍କ 3:11
គេហ៍
ព្រះគម្ពីរ
គម្រោងអាន
វីដេអូ