ଯାତ୍ରା ପୁସ୍ତକ 10:13-14
ଯାତ୍ରା ପୁସ୍ତକ 10:13-14 ODIAOV-BSI
ତହୁଁ ମୋଶା ମିସର ଦେଶ ଉପରେ ଆପଣା ଯଷ୍ଟି ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ଦିବାରାତ୍ରିଯାକ ଦେଶରେ ପୂର୍ବୀୟ ବାୟୁ ବୁହାଇଲେ; ପ୍ରଭାତ ହୁଅନ୍ତେ, ପୂର୍ବୀୟ ବାୟୁ ଦ୍ଵାରା ପଙ୍ଗପାଳ ଉପସ୍ଥିତ ହେଲେ। ତହିଁରେ ସମୁଦାୟ ମିସର ଦେଶରେ ପଙ୍ଗପାଳ ବ୍ୟାପିଗଲେ, ମିସରର ସମସ୍ତ ଅଞ୍ଚଳରେ ପଙ୍ଗପାଳ ପଡ଼ିଲେ; ସେମାନେ ଅତ୍ୟ; ଭୟାନକ ଥିଲେ; ସେପରି ପଙ୍ଗପାଳ ପୂର୍ବରେ କଦାପି ହୋଇ ନ ଥିଲା, କି ଆଉ କେବେ ହେବ ନାହିଁ।

