ଯାତ୍ରା ପୁସ୍ତକ 12:14

ଯାତ୍ରା ପୁସ୍ତକ 12:14 ODIAOV-BSI

ଆଉ ସେହି ଦିନ ତୁମ୍ଭମାନଙ୍କର ସ୍ମରଣୀୟ ହେବ, ପୁଣି ତୁମ୍ଭେମାନେ ସେହି ଦିନକୁ ସଦାପ୍ରଭୁଙ୍କ ପର୍ବ ରୂପେ ପାଳନ କରିବ; ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ପର୍ବ ପାଳନ କରିବ।