ଯାତ୍ରା ପୁସ୍ତକ 12:26-27
ଯାତ୍ରା ପୁସ୍ତକ 12:26-27 ODIAOV-BSI
ପୁଣି ତୁମ୍ଭମାନଙ୍କ ଏହି ସେବାର ଅଭିପ୍ରାୟ କଅଣ? ଏହା ତୁମ୍ଭମାନଙ୍କ ସନ୍ତାନମାନେ ପଚାରିଲେ, ତୁମ୍ଭେମାନେ କହିବ, ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବୀୟ ବଳିଦାନ; କାରଣ ମିସ୍ରୀୟମାନଙ୍କୁ ଆଘାତ କରିବା ବେଳେ ସେ ମିସରରେ ପ୍ରବାସୀ ଇସ୍ରାଏଲୀୟ ସନ୍ତାନଗଣର ଗୃହ ସବୁ ଛାଡ଼ି ଆଗକୁ ଯାଇ ଆମ୍ଭମାନଙ୍କ ଗୃହ ରକ୍ଷା କରିଥିଲେ। ସେତେବେଳେ ଲୋକମାନେ ମସ୍ତକ ନତ କରି ପ୍ରଣାମ କଲେ।


