ଯାତ୍ରା ପୁସ୍ତକ 13:21-22

ଯାତ୍ରା ପୁସ୍ତକ 13:21-22 ODIAOV-BSI

ସେମାନେ ଯେପରି ଦିବସରେ ଓ ରାତ୍ରିରେ ଯାତ୍ରା କରିପାରିବେ, ଏଥିପାଇଁ ସଦାପ୍ରଭୁ ଦିବସରେ ପଥ କଢ଼ାଇବା ନିମନ୍ତେ ମେଘସ୍ତମ୍ଭରେ ଓ ରାତ୍ରିରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭରେ ଥାଇ ସେମାନଙ୍କ ଆଗେ ଆଗେ ବିଜେ କଲେ; ସେ ଲୋକମାନଙ୍କ ସମ୍ମୁଖରୁ ଦିବସରେ ମେଘସ୍ତମ୍ଭ ଓ ରାତ୍ରିରେ ଅଗ୍ନିସ୍ତମ୍ଭ ସ୍ଥାନାନ୍ତର କଲେ ନାହିଁ।