ଯାତ୍ରା ପୁସ୍ତକ 14:31

ଯାତ୍ରା ପୁସ୍ତକ 14:31 ODIAOV-BSI

ସଦାପ୍ରଭୁ ମିସ୍ରୀୟମାନଙ୍କ ବିରୁଦ୍ଧରେ ଏହି ଯେଉଁ ମହତ କର୍ମ କଲେ, ତାହା ଇସ୍ରାଏଲ ଦେଖିଲେ; ତହିଁରେ ଲୋକମାନେ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କଠାରେ ଓ ତାହାଙ୍କ ଦାସ ମୋଶାଙ୍କଠାରେ ବିଶ୍ଵାସ କଲେ।