ଯାତ୍ରା ପୁସ୍ତକ 15:26
ଯାତ୍ରା ପୁସ୍ତକ 15:26 ODIAOV-BSI
ତୁମ୍ଭେ ଯେବେ ଆପଣା ସଦାପ୍ରଭୁ ପରମେଶ୍ଵରଙ୍କ ବାକ୍ୟରେ ମନୋଯୋଗ କର ଓ ତାହାଙ୍କ ଦୃଷ୍ଟିରେ ଯାହା ଉଚିତ, ତାହା କର ଓ ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସ୍ରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।

