ଯାତ୍ରା ପୁସ୍ତକ 16:8

ଯାତ୍ରା ପୁସ୍ତକ 16:8 ODIAOV-BSI

ଆହୁରି ମୋଶା କହିଲେ, ସଦାପ୍ରଭୁ ସନ୍ଧ୍ୟା କାଳରେ ଭୋଜନ ନିମନ୍ତେ ତୁମ୍ଭମାନଙ୍କୁ ମାଂସ ଦେବେ ଓ ପ୍ରାତଃ କାଳରେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଦେବେ; ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭମାନଙ୍କର ବଚସା ସେ ଶୁଣନ୍ତି; ଆମ୍ଭେମାନେ କିଏ? ଆମ୍ଭମାନଙ୍କ ବିରୁଦ୍ଧରେ ନୁହେଁ, ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେତୁମ୍ଭମାନଙ୍କର ବଚସା ହୁଏ।