ଯାତ୍ରା ପୁସ୍ତକ 17:6-7
ଯାତ୍ରା ପୁସ୍ତକ 17:6-7 ODIAOV-BSI
ଦେଖ, ଆମ୍ଭେ ହୋରେବ୍ରେ ସେହି ଶୈଳ ଉପରେ ତୁମ୍ଭ ସମ୍ମୁଖରେ ଠିଆ ହେବା; ତୁମ୍ଭେ ସେହି ଶୈଳକୁ ଆଘାତ କଲେ, ତହିଁରୁ ଜଳ ନିର୍ଗତ ହେବ, ଆଉ ଲୋକମାନେ ତାହା ପାନ କରିବେ; ତେବେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କ ଦୃଷ୍ଟିରେ ସେହିରୂପ କଲେ। ପୁଣି ସେହି ସ୍ଥାନରେ ଇସ୍ରାଏଲ-ସନ୍ତାନଗଣର ବିବାଦ ହେତୁରୁ ଓ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି କି ନାହିଁ, ଏହା କହି ସଦାପ୍ରଭୁଙ୍କୁ ପରୀକ୍ଷା କରିବା ହେତୁରୁ ସେ ସେହି ସ୍ଥାନର ନାମ ମଃସା ଓ ମିରୀବା (ପରୀକ୍ଷା ଓ ବିବାଦ) ରଖିଲେ। ଅମାଲେକୀୟମାନଙ୍କ ପରାଜୟ

