ଯାତ୍ରା ପୁସ୍ତକ 18:19
ଯାତ୍ରା ପୁସ୍ତକ 18:19 ODIAOV-BSI
ଏହେତୁ ମୋʼ କଥାରେ ମନୋଯୋଗ କର, ମୁଁ ତୁମ୍ଭଙ୍କୁ ପରାମର୍ଶ ଦେବି, ପୁଣି ପରମେଶ୍ଵର ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ପରମେଶ୍ଵରଙ୍କ ଛାମୁରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହୋଇ ସେମାନଙ୍କ କଥା ପରମେଶ୍ଵରଙ୍କ ନିକଟରେ ଜଣାଅ।