ଯାତ୍ରା ପୁସ୍ତକ 18:20-21

ଯାତ୍ରା ପୁସ୍ତକ 18:20-21 ODIAOV-BSI

ପୁଣି ତୁମ୍ଭେ ସେମାନଙ୍କୁ ବିଧି ଓ ବ୍ୟବସ୍ଥାର ଉପଦେଶ ଦିଅ ଓ ସେମାନଙ୍କର ଗନ୍ତବ୍ୟ ପଥ ଓ କର୍ତ୍ତବ୍ୟ କର୍ମ ଦେଖାଅ। ଆହୁରି, ତୁମ୍ଭେ ଏହି ଲୋକମାନଙ୍କ ମଧ୍ୟରୁ କର୍ମକ୍ଷମ, ଅର୍ଥାତ୍, ପରମେଶ୍ଵରଙ୍କ ପ୍ରତି ଭୟକାରୀ, ସତ୍ୟବାଦୀ, ଓ ଅନ୍ୟାୟ-ଲାଭ ଘୃଣାକାରୀ ଲୋକଙ୍କୁ ମନୋନୀତ କର; ପୁଣି ସେମାନଙ୍କୁ ଲୋକମାନଙ୍କ ଉପରେ ସହସ୍ରପତି, ଶତପତି, ପଚାଶତ୍ପତି ଓ ଦଶପତି ରୂପେ ନିଯୁକ୍ତ କର।