ଯାତ୍ରା ପୁସ୍ତକ 2:11-12

ଯାତ୍ରା ପୁସ୍ତକ 2:11-12 ODIAOV-BSI

କାଳକ୍ରମେ ମୋଶା ବଡ଼ ହେଲା ଉତ୍ତାରେ ଦିନକରେ ସେ ଆପଣା ଭ୍ରାତୃଗଣ ନିକଟକୁ ଯାଇ ସେମାନଙ୍କୁ ଭାର ବହିବାର ଦେଖିଲେ; ପୁଣି ଜଣେ ମିସ୍ରୀୟ ତାହାର ଭ୍ରାତୃଗଣ ମଧ୍ୟରୁ ଜଣେ ଏବ୍ରୀକି ପ୍ରହାର କରୁଥିବାର ଦେଖିଲେ। ଏହେତୁ ସେ ଏଣେତେଣେ ଅନାଇ କାହାକୁ ନ ଦେଖି ସେହି ମିସ୍ରୀୟକୁ ବଧ କରି ବାଲିରେ ପୋତି ଦେଲେ।