ଯାତ୍ରା ପୁସ୍ତକ 2:5

ଯାତ୍ରା ପୁସ୍ତକ 2:5 ODIAOV-BSI

ଅନନ୍ତର ଫାରୋଙ୍କ କନ୍ୟା ସ୍ନାନ ନିମନ୍ତେ ନଦୀକି ଆସନ୍ତେ, ତାହାର ସହଚରୀଗଣ ନଦୀ ତୀରରେ ଭ୍ରମଣ କରୁଥିଲେ। ଏଥିମଧ୍ୟରେ ସେ ନଳବନରେ ଗୋଟିଏ ପେଡ଼ି ଦେଖି ତାହା ଆଣିବାକୁ ଆପଣା ଦାସୀକି ପଠାଇଲା।