ଯାତ୍ରା ପୁସ୍ତକ 20:17

ଯାତ୍ରା ପୁସ୍ତକ 20:17 ODIAOV-BSI

ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ, ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା, କି ଦାସ, କି ଦାସୀ, କି ତାହାର ଗୋରୁ, କି ଗଧ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।