ଯାତ୍ରା ପୁସ୍ତକ 21:23-25
ଯାତ୍ରା ପୁସ୍ତକ 21:23-25 ODIAOV-BSI
ମାତ୍ର ଯେବେ କୌଣସି ଆପଦ ଘଟେ, ତେବେ ତାହାର ପ୍ରାଣ ପରିଶୋଧରେ ପ୍ରାଣ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦ; ପରିଶୋଧରେ ଦନ୍ତ, ହସ୍ତ ପରିଶୋଧରେ ହସ୍ତ, ଚରଣ ପରିଶୋଧରେ ଚରଣ, ଦାହ ପରିଶୋଧରେ ଦାହ, କ୍ଷତ ପରିଶୋଧରେ କ୍ଷତ, ନୋଳା ପରିଶୋଧରେ ନୋଳା, ଦଣ୍ତ ହେବ।

