ଯାତ୍ରା ପୁସ୍ତକ 22:22-23
ଯାତ୍ରା ପୁସ୍ତକ 22:22-23 ODIAOV-BSI
ତୁମ୍ଭେମାନେ କୌଣସି ବିଧବା କି ପିତୃହୀନ ସନ୍ତାନକୁ କ୍ଲେଶ ଦେବ ନାହିଁ। ତୁମ୍ଭେ ସେମାନଙ୍କୁ କୌଣସି ପ୍ରକାରେ କ୍ଲେଶ ଦେଲେ, ସେମାନେ ଯେବେ ଆମ୍ଭ ନିକଟରେ ଖାଲି ଡାକ ପକାଇବେ, ତେବେ ଆମ୍ଭେ ଅବଶ୍ୟ ସେମାନଙ୍କର ଡାକ ଶୁଣିବା।