ଯାତ୍ରା ପୁସ୍ତକ 24:17-18

ଯାତ୍ରା ପୁସ୍ତକ 24:17-18 ODIAOV-BSI

ତହିଁରେ ଇସ୍ରାଏଲ-ସନ୍ତାନଗଣର ଦୃଷ୍ଟିରେ ପର୍ବତ ଶୃଙ୍ଗରେ ଗ୍ରାସକାରୀ ଅଗ୍ନି ତୁଲ୍ୟ ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶିତ ହେଲା। ପୁଣି ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରେ ଉଠି ଚାଳିଶ ଦିବାରାତ୍ର ସେହି ପର୍ବତ ଉପରେ ରହିଲେ।