ଯାତ୍ରା ପୁସ୍ତକ 28:4

ଯାତ୍ରା ପୁସ୍ତକ 28:4 ODIAOV-BSI

ଅର୍ଥାତ୍, ବୁକୁପଟା ଓ ଏଫୋଦ ଓ ଚୋଗା ଓ ବୁଟାଦାର ଜାମା ଓ ପାଗ ଓ କଟିବନ୍ଧନ, ଏହି ସକଳ ବସ୍ତ୍ର ସେମାନେ ପ୍ରସ୍ତୁତ କରିବେ; ଆମ୍ଭ ଉଦ୍ଦେଶ୍ୟରେ ଯାଜକକର୍ମ କରିବା ନିମନ୍ତେ ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣ ପାଇଁ ସେମାନେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବେ।