ଯାତ୍ରା ପୁସ୍ତକ 3:14

ଯାତ୍ରା ପୁସ୍ତକ 3:14 ODIAOV-BSI

ତହିଁରେ ପରମେଶ୍ଵର ମୋଶାଙ୍କୁ କହିଲେ, ଆମ୍ଭେ ଯେ ଅଛୁ, ସେ ଅଛୁ; ପୁଣି ସେ କହିଲେ, ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କହିବ, ସ୍ଵୟମ୍ଭୂ (ଆମ୍ଭେ ଅଛୁ) ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି।