ଯାତ୍ରା ପୁସ୍ତକ 3:2

ଯାତ୍ରା ପୁସ୍ତକ 3:2 ODIAOV-BSI

ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନିଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ଵଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ।