ଯାତ୍ରା ପୁସ୍ତକ 3:7-8

ଯାତ୍ରା ପୁସ୍ତକ 3:7-8 ODIAOV-BSI

ଅନନ୍ତର ସଦାପ୍ରଭୁ କହିଲେ, ଆମ୍ଭେ ମିସର ଦେଶସ୍ଥିତ ଆପଣା ଲୋକମାନଙ୍କର କ୍ଳେଶ ନିତା; ଦେଖିଅଛୁ ଓ କାର୍ଯ୍ୟଶାସକମାନଙ୍କ ଲାଗି ସେମାନଙ୍କ ରୋଦନ ଶୁଣିଅଛୁ; ଆମ୍ଭେ ସେମାନଙ୍କର ଯନ୍ତ୍ରଣା ଜାଣିଅଛୁ। ଏହେତୁ ମିସ୍ରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍, କିଣାନୀୟ ଓ ହିତ୍ତୀୟ ଓ ଇମୋରୀୟ ଓ ପିରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥାʼନ୍ତି, ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ସେମାନଙ୍କୁ ନେଇ ଯିବାକୁ ଓହ୍ଲାଇ ଆସିଲୁ।