ଯାତ୍ରା ପୁସ୍ତକ 31:17

ଯାତ୍ରା ପୁସ୍ତକ 31:17 ODIAOV-BSI

ତାହା ଆମ୍ଭ ଓ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗୋଟିଏ ଅନନ୍ତକାଳୀନ ଚିହ୍ନ ହେବ, କାରଣ ସଦାପ୍ରଭୁ ଛଅ ଦିନରେ ଆକାଶମଣ୍ତଳ ଓ ପୃଥିବୀ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କରି ଆଶ୍ଵାସିତ ହୋଇଥିଲେ।