ଯାତ୍ରା ପୁସ୍ତକ 32:30
ଯାତ୍ରା ପୁସ୍ତକ 32:30 ODIAOV-BSI
ତହିଁ ଆର ଦିନ ମୋଶା ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ମହାପାପ କରିଅଛ, ଏବେ ମୁଁ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରୁଅଛି; ଯେବେ ହୋଇପାରେ, ତେବେ ମୁଁ ତୁମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବି,।