ଯାତ୍ରା ପୁସ୍ତକ 32:5-6

ଯାତ୍ରା ପୁସ୍ତକ 32:5-6 ODIAOV-BSI

ତହିଁରେ ହାରୋଣ ତାହା ଦେଖି ତାହାର ସମ୍ମୁଖରେ ଗୋଟିଏ ବେଦି ନିର୍ମାଣ କଲେ, ପୁଣି କାଲି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ହେବ, ଏହା ଘୋଷଣା କରାଇଲେ। ଏଥିରେ ଲୋକମାନେ ଆର ଦିନ ପ୍ରଭାତରେ ଉଠି ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ନୈବେଦ୍ୟ ଆଣିଲେ; ତହୁଁ ଲୋକମାନେ ଭୋଜନପାନ କରିବାକୁ ବସିଲେ; ଏଉତ୍ତାରେ ଲୀଳା କରିବାକୁ ଉଠିଲେ।