ଯାତ୍ରା ପୁସ୍ତକ 32:7-8
ଯାତ୍ରା ପୁସ୍ତକ 32:7-8 ODIAOV-BSI
ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଓହ୍ଲାଇ ଯାଅ, କାରଣ ତୁମ୍ଭର ଯେଉଁ ଲୋକମାନଙ୍କୁ ତୁମ୍ଭେ ମିସରରୁ ବାହାର କରି ଆଣିଲ, ସେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି। ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ସେମାନେ ଶୀଘ୍ର ତହିଁରୁ ବିମୁଖ ହେଲେ; ସେମାନେ ଆପଣାମାନଙ୍କ ନିମନ୍ତେ ଏକ ଛାଞ୍ଚରେ ଢଳା ବାଛୁରି ନିର୍ମାଣ କରି ତାକୁ ପୂଜା କଲେ, ପୁଣି ତାହା ନିକଟରେ ବଳିଦାନ କରି କହିଲେ, ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।


