ଯାତ୍ରା ପୁସ୍ତକ 34:6-7

ଯାତ୍ରା ପୁସ୍ତକ 34:6-7 ODIAOV-BSI

ଆଉ ସଦାପ୍ରଭୁ ତାଙ୍କ ସମ୍ମୁଖ ଦେଇ ଗମନ କରି ଏହା ଘୋଷଣା କଲେ, “ସଦାପ୍ରଭୁ, ସଦାପ୍ରଭୁ ପରମେଶ୍ଵର ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ; “ସହସ୍ର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାରକ୍ଷାକାରୀ, ଅପରାଧ ଓ ଆଜ୍ଞାଲଙ୍ଘନ ଓ ପାପ କ୍ଷମାକାରୀ, ତଥାପି ନିତା; ତହିଁର ଦଣ୍ତଦାତାା, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ପୁତ୍ରପୌତ୍ରାଦି ଉପରେ ପିତୃଗଣର ଅପରାଧର ପ୍ରତିଫଳ-ଦାତା।”