ଯାତ୍ରା ପୁସ୍ତକ 35:30-31

ଯାତ୍ରା ପୁସ୍ତକ 35:30-31 ODIAOV-BSI

ଅନନ୍ତର ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆହୁରି କହିଲେ, ଦେଖ, ସଦାପ୍ରଭୁ ଯିହୁଦାବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଡାକିଲେ। ପୁଣି ତାହାକୁ ଜ୍ଞାନ, ବୁଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟ-ଦାୟକ ପରମେଶ୍ଵରଙ୍କ ଆତ୍ମାରେ ପରିପୂର୍ଣ୍ଣ କରି