ଯାତ୍ରା ପୁସ୍ତକ 4:14
ଯାତ୍ରା ପୁସ୍ତକ 4:14 ODIAOV-BSI
ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ଵଳିତ ହେଲା; ତେଣୁ ସେ କହିଲେ, ଲେବୀୟ ହାରୋଣ କି ତୁମ୍ଭର ଭାଇ ନୁହେଁ? ଆମ୍ଭେ ଜାଣୁ, ସେ ସୁବକ୍ତା। ଆଉ ଦେଖ, ସେ ତୁମ୍ଭ ସଙ୍ଗରେ ସାକ୍ଷାତ କରିବାକୁ ଆସୁଅଛି; ପୁଣି ତୁମ୍ଭକୁ ଦେଖି ହୃଷ୍ଟଚିତ୍ତ ହେବ।

