ଯାତ୍ରା ପୁସ୍ତକ 6:6
ଯାତ୍ରା ପୁସ୍ତକ 6:6 ODIAOV-BSI
ଏନିମନ୍ତେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ମିସ୍ରୀୟମାନଙ୍କ ଭାରବହନରୁ ନିସ୍ତାର କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦାସତ୍ଵରୁ ମୁକ୍ତ କରିବା, ପୁଣି ଆମ୍ଭେ ବିସ୍ତୀର୍ଣ୍ଣ ବାହୁ ଓ ମହା ମହା ଦଣ୍ତ ଦ୍ଵାରା ତୁମ୍ଭମାନଙ୍କୁ ଉଦ୍ଧାର କରିବା।


