ଯାତ୍ରା ପୁସ୍ତକ 7:3-4

ଯାତ୍ରା ପୁସ୍ତକ 7:3-4 ODIAOV-BSI

ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ପୁଣି ମିସର ଦେଶରେ ଆମ୍ଭର ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ବହୁସଂଖ୍ୟକ କରିବା। ତଥାପି ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ; ଏହେତୁ ଆମ୍ଭେ ମିସର ଦେଶ ଉପରେ ଆପଣା ହସ୍ତ ଥୋଇ ମହାଦଣ୍ତ ଦ୍ଵାରା ମିସରଠାରୁ ଆପଣା ସୈନ୍ୟସାମନ୍ତ, ଆମ୍ଭର ଲୋକ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା।