ଯାତ୍ରା ପୁସ୍ତକ 7:5

ଯାତ୍ରା ପୁସ୍ତକ 7:5 ODIAOV-BSI

ପୁଣି ଆମ୍ଭେ ମିସର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିସେମାନଙ୍କ ମଧ୍ୟରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ବେଳେ ଆମ୍ଭେ ଯେ ସଦାପ୍ରଭୁ, ତାହା ସେମାନେ ଜାଣିବେ।