ଯାତ୍ରା ପୁସ୍ତକ 8:18-19

ଯାତ୍ରା ପୁସ୍ତକ 8:18-19 ODIAOV-BSI

ସେତେବେଳେ ମନ୍ତ୍ରଜ୍ଞମାନେ ଆପଣା ଆପଣା ମାୟାରେ ସେପ୍ରକାର ଉକୁଣିଆ ପୋକ ଉତ୍ପନ୍ନ କରିବାକୁ ଯନି କଲେ, ମାତ୍ର ପାରିଲେ ନାହିଁ; ତହିଁରେ ମନୁଷ୍ୟ ଓ ପଶୁମାନଙ୍କ ଉପରେ ଉକୁଣିଆ ପୋକ ହେଲା। ତେବେ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, ଏ ତ ପରମେଶ୍ଵରଙ୍କ ଅଙ୍ଗୁଳିକୃତ କର୍ମ; ତଥାପି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା, ପୁଣି ସେ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।