ଯାତ୍ରା ପୁସ୍ତକ 9:16

ଯାତ୍ରା ପୁସ୍ତକ 9:16 ODIAOV-BSI

ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ।